www.samajalive.in
Sunday, December 14, 2025
26.1 C
Bhubaneswar

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼, ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ସତର୍କତା

ଡେସ୍କ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼, ବଜ୍ରପାତ ଓ ପବନ ନେଇ ସମସ୍ତ ୩୦ଟି ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। ସେହି ସମୟ ମଧ୍ୟରେ, ପବନର ବେଗ ଗହନତା ପ୍ରତି ୩୦ରୁ ୪୦ କି.ମି. ରହିବାର ସମ୍ଭାବନା ରହିଛି।

ସୂଚନା ଅନୁଯାୟୀ, ଆସନ୍ତାକାଲି ପାଇଁ ୯ଟି ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଥିବା ବେଳେ ୮ ତାରିଖ ପାଇଁ ୫ ଜିଲ୍ଲା, ୯ ତାରିଖ ପାଇଁ ୨ ଜିଲ୍ଲା ଏବଂ ୧୦ ତାରିଖ ପାଇଁ ୪ଟି ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଗରମ ଓ ଗୁଳୁଗୁଳି ନେଇ ୭ ତାରିଖ ପାଇଁ ୧୧ ଜିଲ୍ଲା, ୮ ତାରିଖ ପାଇଁ ୧୧ ଜିଲ୍ଲା, ୯ ତାରିଖ ପାଇଁ ୧୧ ଜିଲ୍ଲା ଏବଂ ୧୦ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories