ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜାରି; ସାଢେ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ରୌଦ୍ରତାପ। ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ୪୦ ଡିଗ୍ରୀ ଟପିଯାଇଛି। ବାଲେଶ୍ଵର ସର୍ବାଧିବ ୪୦.୫ ଡିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଦିନ ୧୧.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୩୯.୬ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ଼ କରାଯାଇଛି। ଔଷଧ ଦୋକାନରେ ପଶିଲା ବାର୍‌ହା; ଉଦ୍ଧାର କଲା ବନବିଭାଗ ଅପରପକ୍ଷେ, ଝାରସୁଗୁଡ଼ା ୩୯.୫, ଚାନ୍ଦବାଲି ୩୯.୧ ଏବଂ କେନ୍ଦୁଝରରେ ତାପମାତ୍ରା … Continue reading ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜାରି; ସାଢେ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ଟପିଲା ତାପମାତ୍ରା