www.samajalive.in
Sunday, December 7, 2025
26.1 C
Bhubaneswar

ଆଜିଠୁ କମିବ ଶୀତ, ବଢ଼ିବ ରାତିର ତାପମାତ୍ରା

ଭୁୁବନେଶ୍ୱର: ଆଜିଠୁ ରାଜ୍ୟରେ କମିବ ଶୀତ । ବିଭିନ୍ନ ସ୍ଥାନରେ ୩ରୁ ୫ ଡିଗ୍ରୀ ରାତିର ତାପମାତ୍ରା ବଢ଼ିବା ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ । ୩ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ପଶ୍ଚିମ ଝଡ଼ର ପ୍ରଭାବ ଦେଖାଦେବ । ୪ ଓ ୫ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତିରେ ବୃଦ୍ଧି ଘଟିବ । ବଙ୍ଗୋପସାଗରରୁ ପ୍ରଭାହିତ ଉଷ୍ମ ବାୟୁ ପ୍ରଭାବରେ ବଢ଼ିବ ତାପମାତ୍ରା । ଫଳରେ ରାଜ୍ୟରେ ଶୀତର ଲହରୀ କମ୍‍ ଅନୁଭୂତ ହେବ । ମଙ୍ଗଳବାର ଉପକୂଳ ଓଡିଶାର କେତେକ ସ୍ଥାନରେ କୁହୁଡ଼ି ହୋଇପାରେ । କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ରାୟଗଡା ଜିଲାର କିଛି ଅଞ୍ଚଳରେ କୁହୁଡ଼ି ଦେଖାଦେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories