www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବ, ୧୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି

ଡେସ୍କ: ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ କାଳ ବୈଶାଖୀ ସହ ବର୍ଷା ହୋଇଯାଇଥିବା ବେଳେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଜି କାଳବୈଶାଖୀ ବର୍ଷା ପାଇଁ ୧୭ଟି ଜିଲ୍ଲାକୁ ସତର୍କତା ଜାରି କରିଛି।ସମ୍ପୂର୍ଣ୍ଣ ରାଜ୍ୟ ପାଇଁ ୟେଲୋ ସତର୍କତା ଜାରି କରାଯାଇଛି। ସୂଚନା ଅନୁଯାୟୀ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ ଏବଂ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ବ୍ୟତୀତ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ଉତ୍ତର ଓଡ଼ିଶାରେ ପଶ୍ଚିମା ଝଡ ପ୍ରଭାବ ରହିବ ତେଣୁ ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୨୨ ତାରିଖ ବେଳକୁ ପୁଣି ତାପମାତ୍ରା ୩ରୁ ୪ ଡିଗ୍ରୀ ତାପମାତ୍ରା ବଢିବ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories