www.samajalive.in
Saturday, December 6, 2025
26.1 C
Bhubaneswar

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ୨୦ରେ ଲଘୁଚାପ ସମ୍ଭାବନା

ଡେସ୍କ: ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଂଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଂଚଳରେ ଲଘୁଚାପ ସୃଷ୍ଟି ହେବ। ଯାହାର ପ୍ରଭାବରେ ୧୯ ଏବଂ ୨୦ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ୧୮ ଏବଂ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା, ୨୦ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories