ଆସନ୍ତା ୫ ଦିନ ପ୍ରବଳ ବର୍ଷା, ୨୨ ଜିଲ୍ଲାକୁ ସତର୍କତା ଜାରି

ଡେସ୍କ: ରାଜ୍ୟରେ ମୌସୁମୀ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଂଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼଼, ସମ୍ବଲପୁର, ଦେବଗଡ଼଼, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ … Continue reading ଆସନ୍ତା ୫ ଦିନ ପ୍ରବଳ ବର୍ଷା, ୨୨ ଜିଲ୍ଲାକୁ ସତର୍କତା ଜାରି