www.samajalive.in
Saturday, December 6, 2025
15.1 C
Bhubaneswar

୨୪ ଘଣ୍ଟାରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ସର୍ବାଧିକ ବର୍ଷା ରେକର୍ଡ଼

ଡେସ୍କ: ରାଜ୍ୟର ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ୯୬.୮ ମି.ମି, ବଅଁରପାଳରେ ୯୨.୬ ମି.ମି, ନୟାଗଡ଼଼ ଜିଲ୍ଲାର ବରମୂଳରେ ୮୮.୮ ମି.ମି, କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୮୪.୦ ମି.ମି, ଅନୁଗୁଳ ଜିଲ୍ଲାର ଅନୁଗୁଳରେ ୮୩.୦ ମି.ମି, କୋରାପୁଟ ଜିଲ୍ଲାର ଲମତାପୁଟରେ ୭୪.୨ ମି.ମି, ଢ଼େଙ୍କାନାଳ ଜିଲ୍ଲାର ହିନ୍ଦୋଳରେ ୭୧ ମି.ମି, ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ୭୦.୮ ମି.ମି, ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୬୮.୬ ମି.ମି, ମାଥିଲିରେ ୬୬.୦ ମି.ମି, ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୬୪.୨ ମି.ମି, ସୋନପୁର ଜିଲ୍ଲାର ତରଭାରେ ୬୨.୪ ମି.ମି. ଏବଂ ପୁରୀ ଜିଲ୍ଲାର ପୁରୀରେ ୫୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories