୧୧ରୁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ବର: ଆସନ୍ତା ୧୧ ତାରିଖରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ। ବର୍ଷା ଯୋଗୁଁ ଏବେ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ତେବେ ୧୧ରୁ ପରବର୍ତ୍ତୀ ୩ ଦିନ ଯାଏଁ ଦିନ ତାପମାତ୍ରାରେ ୪-୬ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶୁକ୍ରବାର ପାରଳାଖେମୁଣ୍ଡିରେ ସର୍ବାଧିକ ୩୭.୪ ଡିଗ୍ରୀ, ବୌଦ୍ଧ ୩୬.୫ ଡିଗ୍ରୀ, ମାଲକାନଗିରିରେ ୩୬ ଡିଗ୍ରୀ, ନବରଙ୍ଗପୁର ୩୫ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ଼ ହୋଇଥିଲା। … Continue reading ୧୧ରୁ ବୃଦ୍ଧି ପାଇବ ତାପମାତ୍ରା