www.samajalive.in
Friday, December 5, 2025
23.1 C
Bhubaneswar

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ; ୪ଦିନ ପ୍ରବଳ ବର୍ଷା

ସମାଜ ଡିଜିଟାଲ ଡେସ୍କ: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ପୂର୍ବ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଆଉ ଏକ ଲଘୁଚାପ ଲୋକଙ୍କ ଚିନ୍ତା ବଢାଇଛି । ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଏହା ଶନିବାର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଦୁଇଟି ଲଘୁଚାପ ହେଉଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେଉଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ସକାଳୁ ସକାଳୁ ଟୁଇନ ସିଟି ସମେତ ରାଜ୍ୟର ଅନ୍ୟ ପ୍ରମୁଖ ଜିଲାରେ ବର୍ଷା ଲାଗି ରହିଛି । ଦୁଇଟି ଲଘୁଚାପ ପାଇଁ ଆହୁରି ୪ଦିନ ପ୍ରବଳ ବର୍ଷା ହେବ । ମାଲକାଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories