www.samajalive.in
Monday, December 15, 2025
16.1 C
Bhubaneswar

୩ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି, ୨୦୩୦ ସୁଦ୍ଧା ମ୍ୟାଲେରିଆମୁକ୍ତ ହେବ ଓଡ଼ିଶା; ସ୍ଵାସ୍ଥ୍ୟକେନ୍ଦ୍ର ହେବ ‘ଆରୋଗ୍ୟ ମନ୍ଦିର’

ସମାଜ ଡିଜିଟାଲ ଡେସ୍କ: ରାଜ୍ୟବାସୀଙ୍କୁ ସୁଲଭ ସ୍ଵାସ୍ଥ୍ୟ ସେବା ଯୋଗାଇ ଦିଆଯିବ। ଏହା ମୋ ସରକାରର ଲକ୍ଷ୍ୟ। ଏଥିପାଇଁ ଆଗାମୀ ଦିନରେ ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ ବୋଲି ରାଜ୍ୟପାଳ ରଘୁବର ଦାସ ସୋମବାର ବିଧାନସଭାରେ ଅଭିଭାଷଣ ଦେବା ଅବସରରେ କହିଛନ୍ତି। ୨୦୩୦ ସୁଦ୍ଧା ରାଜ୍ୟକୁ ମ୍ୟାଲେରିଆମୁକ୍ତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି। ସେହିପରି ଜିଲା ଡାକ୍ତରଖାନାଗୁଡ଼ିକରେ ପ୍ରସୂତୀ, ଶିଶୁ ରୋଗ ବିଶେଷଜ୍ଞ ନିଶ୍ଚିତ ରୂପେ ରହିବେ। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ଉପକେନ୍ଦ୍ର ଏବଂ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର ନାଁ ‘ଆରୋଗ୍ୟ ମନ୍ଦିର’ କରାଯିବ। ପ୍ରତି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଗୋଟିଏ ଭ୍ରାମ୍ୟମାଣ ୟୁନିଟ ରହିବ ବୋଲି କୁହାଯାଇଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories