www.samajalive.in
Friday, December 5, 2025
20.1 C
Bhubaneswar

ଓଡ଼ିଶା ହେବ ଜାତୀୟ ଖୋ​‌ ଖୋ ଟିମର ପ୍ରାୟୋଜକ

ସମାଜ ଡିଜିଟାଲ ଡେସ୍କ: ଜାତୀୟ ଖୋ ଖୋ ଟିମର ପ୍ରାୟୋଜକ ହେବେ ଓଡ଼ିଶା ସରକାର। ଆଗାମୀ ୩ ବର୍ଷ ପାଇଁ ଓଡ଼ିଶା ଖୋ ଖୋ ଟିମର ପ୍ରାୟୋଜକ ରହିବ। ଏଥିପାଇଁ ବାର୍ଷିକ ୫ କୋଟି ଟଙ୍କା ହିସାବରେ ୩ ବର୍ଷକୁ ୧୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଅର୍ଥ ରାଜ୍ୟ ଖଣି ନିଗମ ପକ୍ଷରୁ ଖର୍ଚ୍ଚ କରାଯିବ। ପୂର୍ବରୁ ଓଡ଼ିଶା ଜାତୀୟ ହକି ଦଳର ପ୍ରାୟୋଜକ ରହିଆସିଛି। ହକିର ବିକାଶ ପାଇଁ ରାଜ୍ୟ ସରକାର ବହୁ ପ୍ରକାର ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories