www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତାକାଲିଠାରୁ ଓଡ଼ିଶା ମହିଳା ଫୁଟବଲ ଲିଗ୍‍

ଭୁବନେଶ୍ୱର: ଓଡ଼ିଶା ମହିଳା ଫୁଟବଲ ଲିଗ୍‍ ୨୦୨୦-୨୦୨୧ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍‍ ଓ କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ। ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ପ୍ରଦାନ କରାଯାଇଛି। ୬ଟି ଦଳ ଏହି ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିବେ। ଏହାର ଫାଇନାଲ ମ୍ୟାଚ ୨୭ ମାର୍ଚ୍ଚ ୨୦୨୧ ରେ ଅନୁଷ୍ଠିତ ହେବ। ୩୦ ଦିନ ଧରି ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୩୦ଟି ମ୍ୟାଚ ଖେଳାଯିବ।

ଏହି ସାମ୍ବାଦିକ ସମିଳନୀରେ କ୍ରୀଡା ସଚିବ ଭିସାଲ ଦେବ, ଫୁଟବଲ ଆସୋସିଏସନ ଅଫ ଓଡିଶାର ସମ୍ପାଦକ ଆଶୀର୍ବାଦ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories