www.samajalive.in
Friday, December 5, 2025
26.1 C
Bhubaneswar

୧୧ଟା ୩୦ସୁଦ୍ଧା ବାଲେଶ୍ୱରରେ ସର୍ବାଧିକ ତାତି ରେକର୍ଡ

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ। ତାତିରେ କଲବଲ ହେଉଛନ୍ତି ଗାଁଠୁ ସହର ଲୋକେ। ଦିନ ୧୧ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି ବାଲେଶ୍ୱର। ଏଠାରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ସେହପରି ଭୁବନେଶ୍ୱରରେ ୩୯.୯ ଡିଗ୍ରୀ, ଚାନ୍ଦବାଲି ୩୯.୪ ଡିଗ୍ରୀ, ଝାରସୁଗୁଡା ୩୮.୮ଡିଗ୍ରୀ, ସମ୍ବଲୁପରରେ ୩୮.୩ ଡିଗ୍ରୀ ରେକର୍ଡ ହୋଇଛି।
ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୨ରୁ ୪ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୫ଦିନ ଯାଏ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ଡିଗ୍ରୀ ସେଲସିୟସ୍‌‌ ଅଧିକ ରହିପାରେ। ଆଜି ପାଇଁ ଅଧା ଓଡ଼ିଶାକୁ ହିଟ୍‌‌ୱେଭ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories