ପ୍ରାକ-ବଜେଟ୍ ବୈଠକରେ ଦ୍ୱିତୀୟ ଏମ୍ସ ଓ ୫ ଲକ୍ଷ ଗୃହ ଦାବି କଲା ଓଡ଼ିଶା

ଡେସ୍କ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଯୋଗ ଦେଇଛନ୍ତି। ରାଜ୍ୟର ବିଭିନ୍ନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ଦାବି ସମ୍ବଳିତ ସ୍ମାରକପତ୍ର କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରାଯାଇଛି। ଏହି ପରାମର୍ଶ ବୈଠକରେ ଶ୍ରୀ ସିଂହଦେଓ ମଧ୍ୟ ବକ୍ତବ୍ୟ ମାଧ୍ୟମରେ ଦାବି ଉପସ୍ଥାପନ କରିଥିଲେ। ପ୍ରମୁଖ ଦାବି ମଧ୍ୟରେ ଓଡିଶାରେ ଅନ୍ତର୍ଜାତୀୟ ନିବେଶ ସହ ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ନିମନ୍ତେ ରାଜ୍ୟକୁ ଏକ … Continue reading ପ୍ରାକ-ବଜେଟ୍ ବୈଠକରେ ଦ୍ୱିତୀୟ ଏମ୍ସ ଓ ୫ ଲକ୍ଷ ଗୃହ ଦାବି କଲା ଓଡ଼ିଶା