www.samajalive.in
Sunday, December 7, 2025
23.1 C
Bhubaneswar

ରାଜରାଣୀ ଉତ୍ସବରେ କଣ୍ଠଶିଳ୍ପୀ ସଂଗୀତା ପଣ୍ଡା ଓ ଗ୍ରୁପଙ୍କ ଓଡ଼ିଶୀ ସଂଗୀତ ପରିବେଷଣ

ଭୁବନେଶ୍ୱର : ରାଜରାଣୀ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ କଣ୍ଠଶିଳ୍ପୀ ସଂଗୀତା ପଣ୍ଡା ଓ ଗ୍ରୁପଙ୍କ ଦ୍ୱାରା ଓଡ଼ିଶୀ ସଂଗୀତ ପରିବେଷଣ କରାଯାଇଥିଲା। ଏହାପରେ ବିଶିଷ୍ଟ ସିତାରିଷ୍ଟ ନୀଳାଦ୍ରି କୁମାର ଓ ଗ୍ରୁପ ମିଳିତ ବାଦ୍ୟ (ହିନ୍ଦୁସ୍ତାନୀ ଇନଷ୍ଟ୍ରୁମେଣ୍ଟାଲ) ପରିବେଷଣ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ବିଶିଷ୍ଟ କବି ଡ.ଅପର୍ଣ୍ଣା ମହାନ୍ତି, ବିଶିଷ୍ଟ ନୃତ୍ୟଶିଳ୍ପୀ ଡ. ଅରୁଣା ମହାନ୍ତି, ବିଶିଷ୍ଟ କବି ମନୁ ଦାଶ, ସଂଗୀତ ନାଟକ ଏକାଡେମୀର ସଚିବ ଡ. ଭାଗ୍ୟଲିପି ମଲ୍ଲ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories