www.samajalive.in
Monday, December 15, 2025
26.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ମହିଳା ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପରିସରରେ ଥିବା ମହିଳା ହଷ୍ଟେଲରେ ରହୁଥିବା ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଛାତ୍ରୀଙ୍କ ନାମ ମାମଲା ବିଷୋୟୀ ଏବଂ ତାଙ୍କ ଘର ଆସିକା ଅଞ୍ଚଳରେ। ସେ ଅର୍ଥନୀତିର ୨ୟ‌ ବର୍ଷର ଛାତ୍ରୀ ଥିଲେ। ଚିଲିକା ହଷ୍ଟେଲର ୨୦୩ ନମ୍ବର ରୁମରେ ରହୁଥିଲେ। କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଜଣାପଡି ନାହିଁ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories