www.samajalive.in
Saturday, December 6, 2025
16.1 C
Bhubaneswar

ଓଜେଇଇ ୨୦୨୪ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଛି ୨୦୨୪ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଫଳ। ଚଳିତ ଥର ୫୬ହଜାର ୪୭ଜଣ ପରୀକ୍ଷାର୍ଥୀଙ୍କୁ ରାଙ୍କ କାର୍ଡ ମିଳିଛି। www.ojee.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । ବି-ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ବେଳେ ଏମ୍‌‌.ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ହୋଇଛନ୍ତି। ଏଲ୍‌‌ଇ. ଟେକ୍‌‌(ଡିପ୍ଲୋମା)ରେ ବିଲଟୁ ମଣ୍ଡଳ ଟପ୍ପର, ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ସିଭିଲ୍‌‌ ଇଞ୍ଜିନିୟରିଂରେ ରବୀନ୍ଦ୍ର ସାହୁ ଟପ୍ପର ହୋଇଥିବା ବେଳେ ଏମସିଏ/ଏମ.ଏସସି(କମ୍ପ୍ୟୁଟର ସାଇନ୍ସ)ରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ହୋଇଛନ୍ତି। ଚଳିତ ବର୍ଷ ମେ ୬ରୁ ୧୦ ମଧ୍ୟରେ ୧୧ଟି ବିଭାଗରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories