www.samajalive.in
Thursday, December 11, 2025
14.1 C
Bhubaneswar

ମେ’ରେ ଓଜେଇଇ, ଆଜିଠୁ ପଞ୍ଜୀକରଣ

ଭୁବନେଶ୍ବର,: ଚଳିତବର୍ଷ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ବିଭିନ୍ନ ବେସରକାରୀ ଓ ସରକାରୀ ଇଞ୍ଜିନିୟରିଂ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ବି.ଫାର୍ମା, ଏମସିଏ, ଏମ.ଏସସି(କମ୍ପ୍ୟୁଟର ସାଇନ୍ସ), ଏମବିଏ, ଇଣ୍ଟିଗ୍ରେଟେଡ ଏମବିଏ, ବି.କ୍ୟାଟ, ଏମ.ଟେକ, ଏମ.ଟେକ(ପାର୍ଟ ଟାଇମ), ଏମ.ଆର୍କ, ଏମ.ପ୍ଲାନ, ଏମ.ଫାର୍ମା ଏବଂ ଲାଟେରାଲ ଏଣ୍ଟ୍ରି ବି.ଟେକ ଓ ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେବେ। ଏହି ପରୀକ୍ଷା କମ୍ପ୍ୟୁଟର ବେସ ଟେଷ୍ଟଡ(ସିବିଟି) ମାଧ୍ୟମରେ କରାଯିବ। ଫେବୃଆରୀ ୧୦ରୁ ମାର୍ଚ୍ଚ ୨୦ ପଞ୍ଜୀକରଣ ଅବଧି ରହିଛି। ଆଗ୍ରହୀ ବିଦ୍ୟାର୍ଥୀ ଓଜେଇଇ ୱେବସାଇଟ (www.ojee.nic.in)କୁ ଲଗଇନ କରି ବିସ୍ତୃତ ତଥ୍ୟ ଜାଣିବା ସହ ପଞ୍ଜୀକରଣ କରିବାକୁ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ କୁହାଯାଇଛି।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories