www.samajalive.in
Friday, December 12, 2025
15.1 C
Bhubaneswar

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ

ଭୁବନେଶ୍ୱର : ଆଜି ପ୍ରକାଶ ପାଇଲା ଚଳିତ ବର୍ଷର ଓଜେଇଇ ପରୀକ୍ଷାଫଳ। ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାଫଳ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ ଘୋଷଣା କରିଛନ୍ତି। ରେ ରେଜଲ୍ଟ ଉପଲବ୍ଧ ହୋଇଛି। ଜୁଲାଇ ୪ ରୁ ୮ ତାରିଖ ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୪୭ ହଜାର ୭୬୧ ପରୀକ୍ଷାର୍ଥୀ ଓଜେଇଇ ପରୀକ୍ଷା ଦେଇଥିଲେ। ପରୀକ୍ଷାର୍ଥୀଙ୍କୁ ପ୍ରଦର୍ଶନ ଅନୁଯାୟୀ ରାଙ୍କ୍‍  ମିଳିଛି।
ଓଜେଇଇ ରେଜଲ୍ଟରେ ଏମବିଏରେ ଶ୍ରଦ୍ଧାରବିନ୍ଦ ସାମନ୍ତରାୟ ଟପ୍ପର ହୋଇଛନ୍ତି। ଏମସିଏରେ ଈଶାନ୍ତ କୁମାର ନାୟକ,ବି,ଫାର୍ମରେ ଅରୂପ ପଣ୍ଡା ଟପ୍ପର ହୋଇଛନ୍ତି। ଏମ୍‍. ଫାର୍ମରେ ସଚିନ ନାୟକ,ଏମ୍‍ ଆର୍କରେ ସୃଷ୍ଟି ନଙ୍ଗାଲିଆ ଟପ୍ପର ହୋଇଥିବା ବେଳେ ଏମ୍‍.ଟେକ୍‍ ସିଭିଲ ଇଂଜିନିୟରିଂରେ ସଂଜୀବ ପ୍ରଧାନ ଟପ୍ପର ହୋଇଛନ୍ତି। ଏମ୍‍ ଟେକ୍‍ ଇଲେକ୍ଟ୍ରିକାଲ – ମିଥୁନ ଅଧିକାରୀ, ମେକାନିକାଲ – ରାଜନ ମହାପାତ୍ର ଟପ୍ପର ହୋଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories