www.samajalive.in
Sunday, November 16, 2025
15.1 C
Bhubaneswar

ପ୍ରକାଶ ପାଇଲା ଓଜେଏସ୍-୨୦୨୩ ପରୀକ୍ଷା ଫଳ

ଭୁବନେଶ୍ବର : ଓଡ଼ିଶା ଲୋକସେବା ଆୟାଗ ଦ୍ବାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍ (ଓଜେଏସ୍‌) ୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ପୁଅଙ୍କ ଅପେକ୍ଷା ଝିଅମାନେ ଭଲ ପ୍ରଦର୍ଶନ କରିଛନ୍ତି । ସମୁଦାୟ ୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ୨୪ ଜଣ ଝିଅ ପରୀକ୍ଷାର୍ଥୀ ଅଛନ୍ତି । ସୋମେଶ ରଣବିଜୁଳି ଓଜେଏସ୍-୨୦୨୩ ଟପ୍ପର ହୋଇଛନ୍ତି । ତାଲିକାରେ ଅରୁଣିମା ପତି ଦ୍ବିତୀୟ ଓ ପାଏଲ ଅତ୍ତା ତୃତୀୟ ସ୍ଥାନରେ ଅଛନ୍ତି ।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories