www.samajalive.in
Monday, December 15, 2025
26.1 C
Bhubaneswar

ମେ’ ୨୧ରେ ଓଜେଏସ୍‌ ପ୍ରିଲିମିନାରୀ ପରୀକ୍ଷା

କଟକ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ବିଚାର ବିଭାଗୀୟ ସେବା (ଜୁଡିସିଆଲ ସର୍ଭିସ) (ଓଜେଏସ୍‌)- ୨୦୨୨ର ପ୍ରିଲିମିନାରୀ (ପ୍ରାଥମିକ) ପରୀକ୍ଷା ମେ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ଣ ୧୦ଟାରୁ ୧୧. ୩୦ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୩୦ ମିନିଟ ସମୟ ଦିଆଯିବ। ଅର୍ଥାତ ସେମାନେ ପୂର୍ବାହ୍ଣ ୧୦ଟାରୁ ୧୨ ଟା ଯାଏଁ ପରୀକ୍ଷା ଦେଇପାରିବେ। ଏନେଇ ଏପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା କେନ୍ଦ୍ରର ତାଲିକା ଏବଂ ପରୀକ୍ଷାର୍ଥୀଙ୍କ ରୋଲ ନମ୍ବର ସଂକ୍ରାନ୍ତରେ ସବିଶେଷ ତଥ୍ୟ ଖୁବଶୀଘ୍ର ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories