www.samajalive.in
Friday, December 5, 2025
20.1 C
Bhubaneswar

୨୦୨୪ ନିର୍ବାଚନ ଫଳାଫଳ : ୨୬୦ ସିଟରେ ଆଗୁଆ ଏନଡିଏ

ନୂଆଦିଲ୍ଲୀ: ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ଆଗରେ ଏନଡିଏ ରହିଥିବା ବେଳେ ପଛରେ ଇଣ୍ଡି ମେଣ୍ଟ। ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ନେତୃତ୍ୱାଧୀନ ଏନଡିଏ- ୨୫୯ସିଟ୍‌‌ରେ ଆଗରେ ରହିଥିବା ବେଳେ ଇଣ୍ଡି ମେଣ୍ଟ- ୧୮୧ ସିଟରେ ଆଗୁଆ ରହିଛି ଏବଂ ଅନ୍ୟାନ୍ୟ- ୧୯ ସିଟ୍‌‌। ଭୁବନେଶ୍ୱର ଲୋକସଭା ଆସନରେ ବିଜେପି ଆଗୁଆ ରହିଛି। ଏଠାରେ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଆଗୁଆ ରହିଥିବା ପ୍ରାରମ୍ଭିକ ଟ୍ରେଣ୍ଡରୁ ଜଣାପଡିଛି। ସେହିପରି ବରଗଡ ଲୋକସଭା ଆସନରେ ବିଜେପି ଆଗୁଆ ରହିଛି। ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ରହିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories