www.samajalive.in
Saturday, December 6, 2025
15.1 C
Bhubaneswar

ବଡ଼ସାହି ବ୍ଲକରେ ଭତ୍ତା ବଣ୍ଟନ

ବଡ଼ସାହି: ମଧୁବାବୁ ପେନସନ ଯୋଜନାରେ ବଡ଼ସାହି ବ୍ଲକର ୧୩୫୭ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଛି । ବୁଧବାର ଦିନ ବ୍ଲକ ସମ୍ମିଳନୀ କକ୍ଷରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ସମ୍ମାନିତ ଅତିଥି ଭାବେ ବଡ଼ସାହି ବିଧାୟକ ଗଣେଶ୍ବର ପାତ୍ର, ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ସିଂ, ଉପାଧ୍ୟକ୍ଷ ଅର୍ନ୍ତଯ୍ୟାମୀ ବେହେରା ଓ ଜିଲ୍ଲାପରିଷଦ ସଦସ୍ୟ କୁମେନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ରହି ଭତ୍ତା ପ୍ରଦାନ କରିଛନ୍ତି । ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସମସ୍ତ କର୍ମଚାରୀ ସହଯୋଗ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories