www.samajalive.in
Thursday, December 11, 2025
26.1 C
Bhubaneswar

ଗାଁ ଦାଣ୍ଡରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଜଣେ ଅଟକ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ଭାଟେଲ ଗାଁର ଡେଙ୍ଗସର୍ଗି ଚଞ୍ଚରାପଡାର ଗାଁ ଦାଣ୍ଡରୁ ଜଣେ ବୃଦ୍ଧଙ୍କ ମୃତଦେହ ଠାବ ହେଇଛି। ମୃତକଙ୍କ ନାମ ରାମକୃଷ୍ଣ ରଣା ବୋଲି ଜଣା ପଡିଛି। ଗତରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଗାଁ ଦାଣ୍ଡରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ନର୍ଲା ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରି ସନ୍ଦେହରେ ଜଣକୁ ଅଟକ ରଖିଛି।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories