www.samajalive.in
Wednesday, December 10, 2025
16.1 C
Bhubaneswar

କୂଅରେ ପଡି ବୃଦ୍ଧା ଆହତ,କେନ୍ଦୁଝର ବଡ଼ ମେଡ଼ିକାଲ ସ୍ଥାନାନ୍ତର

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ଗୁଳୁଦିପଶି ଗ୍ରାମରେ କୂଅରେ ପଡି ଜଣେ ବୃଦ୍ଧା ଆହତ ହୋଇଛନ୍ତି। ସୂଚନାରୁ ପ୍ରକାଶ ଶୁକ୍ରବାର ସକାଳେ ସ୍ୱର୍ଗତ ନଟବର ବାରିକଙ୍କ ସ୍ତ୍ରୀ ପ୍ରଭାତି ବାରିକ୍ ଘର ନିକଟକୁ ଶୌଚ ହେବାକୁ ଯାଇ  କୂଅରେ ପଡିଯାଇଥିଲେ। ପ୍ରଭାତିଙ୍କ ଫେରିବାରେ ବିଳମ୍ବ ହେବାରୁ ଘର ଲୋକେ ଖୋଜାଖୋଜି କରି ନ ଥିଲେ। ପରେ ସନ୍ଦେହରେ କୂଅକୁ ଦେଖି ବାରୁ ବୃଦ୍ଧା ଜଣଙ୍କ ପଡିଥିବା ଦେଖିବାକୁ ମିଳିଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ପାଟଣା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ପରେ ତାଙ୍କୂ କୂଅରୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ପାଟଣା ସ୍ବାସ୍ଥ୍ୟ କେନ୍ଦ୍ରରୁ କେନ୍ଦୁଝର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇ ଥିବା ଜଣାପଡିଛି ।

Hot this week

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

Related Articles

Popular Categories