www.samajalive.in
Monday, December 8, 2025
14.1 C
Bhubaneswar

କଟକଣା ମାନୁନାହାନ୍ତି ମତ୍ସ୍ୟଜୀବୀ: ୩ ଅଲିଭ୍‌ ରିଡ୍‌ଲେ କଇଁଛ ମୃତ

କୋଣାର୍କ : ବିରଳ ଅଲିଭ୍ ରିଡଲେଙ୍କ ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ରାମଚଣ୍ଡୀ ଠାରୁ ତଣ୍ଡାହାର ମୁହାଣ ପର୍ଯ୍ୟନ୍ତ ଦୀର୍ଘ ୧୫ କି.ମି. ପର୍ଯ୍ୟନ୍ତ ବେଳାଭୂମିରେ ବିରଳ ଅଲିଭ୍ ରିଡ୍‌ଲେ କଇଁଛ ଆସି ଅଣ୍ଡା ଦେଇଥାନ୍ତି। କଇଁଛଙ୍କ ଗଣଅଣ୍ଡାଦାନ ଲାଗି ସରକାରଙ୍କ ପକ୍ଷରୁ ନଭେମ୍ବରରୁ ସମୁଦ୍ର ମଧ୍ୟରେ ମାଛଧରା ସହ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି; ମାତ୍ର ଚଳିତବର୍ଷ କଟକଣା ଜାରି ସତ୍ତ୍ବେ ଟ୍ରଲର ସାହାଯ୍ୟରେ ମତ୍ସ୍ୟଜୀବୀ ମାଛ ମାରୁଥିବା ଅଭିଯୋଗ ହୋଇଛି। ନିଷିଦ୍ଧାଞ୍ଚଳରେ ଟ୍ରଲର ଯୋଗେ ମାଛ ଧରିବା ଯୋଗୁଁ ଉପକୂଳରେ ୩ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories