www.samajalive.in
Friday, December 5, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଅଲିମ୍ପିକ୍ ପଦକ ବିଜେତା ଆଥଲେଟ୍ କର୍ଣ୍ଣମ ମଲ୍ଲେଶ୍ୱରୀ

ନୂଆଦିଲ୍ଲୀ: ଅଲିମ୍ପିକ୍ ପଦକ ବିଜେତା  ଆଥଲେଟ୍ କର୍ଣ୍ଣମ ମଲ୍ଲେଶ୍ୱରୀ ଯମୁନାନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ଅବସରରେ ଯୁବ ଆଥଲେଟମାନଙ୍କୁ ପରାମର୍ଶ ଦେବା ପାଇଁ ତାଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡ଼ିଆ ପ୍ଳାଟଫର୍ମ  ‘ଏକ୍ସ’ରେ ଏକ ପୋଷ୍ଟରେ ଲେଖିଛନ୍ତି ଯେ “ଗତକାଲି ଯମୁନାନଗରରେ ଅଲିମ୍ପିକ୍ ପଦକ ବିଜେତା ଏବଂ ପ୍ରସିଦ୍ଧ ଆଥଲେଟ୍ କର୍ଣ୍ଣମ ମଲ୍ଲେଶ୍ୱରୀଙ୍କୁ ଭେଟିଥିଲି। ଜଣେ କ୍ରୀଡାବିତ୍ ଭାବରେ ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ। ଯୁବ ଆଥଲେଟମାନଙ୍କୁ ପରାମର୍ଶ ଦେବା ପାଇଁ ତାଙ୍କର ପ୍ରୟାସ ସମାନ ଭାବରେ ପ୍ରଶଂସନୀୟ।”

- Advertisement -

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories