ନୂଆଦିଲ୍ଲୀ : ମଙ୍ଗଳବାର ସନ୍ଧ୍ୟାରେ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ପିତା ଶ୍ରୀକୃଷ୍ଣ ବିର୍ଲାଙ୍କ ଦେହାନ୍ତ ହୋଇଛି। ୯୨ ବର୍ଷୀୟ ଓମ ବିର୍ଲାଙ୍କ ପିତା ଶ୍ରୀକୃଷ୍ଣ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବା ପରେ ଲୋକସଭା ବାଚସ୍ପତି ଓମ ବିର୍ଲା ମଙ୍ଗଳବାର ସମସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖିଥିଲେ।
Popular Categories



