www.samajalive.in
Monday, December 15, 2025
26.1 C
Bhubaneswar

ସବୁ କାଶ୍ମୀରବାସୀ ଆତଙ୍କବାଦୀ ନୁହଁନ୍ତି: ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ: ଜାମ୍ମ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦିଲ୍ଲୀ ଲାଲକିଲ୍ଲା ନିକଟରେ ବିସ୍ଫୋରଣକୁ ତୀବ୍ର ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ ଜାମ୍ମୁ କାଶ୍ମୀର ଲୋକେ ସବୁବେଳେ ଶାନ୍ତି ଓ ଭାଇଚାରା ସିଦ୍ଧାନ୍ତରେ ବିଶ୍ବାସ ରଖନ୍ତି।  ଅବଦୁଲ୍ଲା ଏହି ଆକ୍ରମଣକୁ ନିନ୍ଦା କରି କହିଛନ୍ତି ଯେ କିଛି ଲୋକ ଏହି ଅଞ୍ଚଳର ଶାନ୍ତି ନଷ୍ଟ କରିଛନ୍ତି, କିନ୍ତୁ ସବୁ କାଶ୍ମୀରଙ୍କୁ ଆତଙ୍କବାଦ ସହ ଯୋଡି ଦେଖିବା ଅନୁଚିତ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଏହା ଅତ୍ୟନ୍ତ ନିନ୍ଦନୀୟ। କୌଣସି ବି ଧର୍ମ ନିର୍ଦୋଷ ଲୋକଙ୍କୁ ଏତେ ନିର୍ମମ ହତ୍ୟାକୁ ଉଚିତ୍ ମଣିବେ ନାହିଁ। ଯାଞ୍ଚ ଜାରି ରହିବ, କିନ୍ତୁ ଆମେ ଏହା କହିବାକୁ ଚାହୁଁଛୁ ଯେ ସବୁ କାଶ୍ମୀର ଅଧିବାସୀ ଆତଙ୍କବାଦୀ ନୁହଁନ୍ତି। ଯେଉଁମାନେ ଏହି ଅପରାଧ କରିଛନ୍ତି ସେମାନଙ୍କୁ କଡା ଦଣ୍ଡ ମିଳିବା ଉଚିତ୍ ବୋଲି ସେ କହିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories