ଜମ୍ମୁ କାଶ୍ମୀର: ଶପଥ ନେଲେ ଓମାର ଅବଦୁଲ୍ଲା ସରକାର

ସମାଜ ଡିଜିଟାଲ ଡେସ୍କ: ନେସନାଲ କନ୍‌ଫରେନ୍ସ ନେତା ଓମାର ଅବଦୁଲ୍ଲା ବୁଧବାର ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ପୂର୍ବରୁ ଓମାର ଅବଦୁଲ୍ଲା ଶେଖ୍ ମହମ୍ମଦ ଅବଦୁଲ୍ଲାଙ୍କ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଓମାରଙ୍କ ସହ ନେସନାଲ କନ୍‌ଫରେନ୍ସ ନେତା ସୁରିନ୍ଦର ଚୌଧୁରୀ ଜମ୍ମୁ କାଶ୍ମୀରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହା ବ୍ୟତୀତ ସତୀଶ ଶର୍ମା, … Continue reading ଜମ୍ମୁ କାଶ୍ମୀର: ଶପଥ ନେଲେ ଓମାର ଅବଦୁଲ୍ଲା ସରକାର