www.samajalive.in
Monday, December 15, 2025
15.1 C
Bhubaneswar

ବଢ଼ିଲା ଓମଫେଡ୍ କ୍ଷୀର ଦର

ଭୁବନେଶ୍ୱର : ଏପ୍ରିଲ ପହିଲାରୁ ବୃଦ୍ଧି ପାଇବ ଓମଫେଡ୍ କ୍ଷୀର ଦର। ୫୦୦ ମିଲିକୁ ୨ ଟଙ୍କା ହିସାବରେ ସମସ୍ତ ପ୍ରକାର କ୍ଷୀର ଦର ବୃଦ୍ଧି କରାଯାଇଥିବା ଓମଫେଡ ପକ୍ଷରୁ କୁହାଯାଇଛି। କୃଷକଙ୍କ ଖର୍ଚ୍ଚ ବୃଦ୍ଧି, ଆନୁଷଙ୍ଗିକ ଖର୍ଚ୍ଚ ବୃଦ୍ଧି ସହିତ ପ୍ୟାକେଜିଂ, ବିପଣନକୁ ଦୃଷ୍ଟିରେ ରଖି ଓମଫେଡ ଏହି ନିଷ୍ପତ୍ତି ନେଇଛି। ଟୋନ୍ଡ କ୍ଷୀର ୫୦୦ ମିଲି ପୂର୍ବରୁ ୨୧ ଟଙ୍କାରେ ମିଳୁଥିବାବେଳେ ଏବେ ଏଥିପାଇଁ ୨୩ ଟଙ୍କା ଦେବାକୁ ପଡ଼ିବ। ସେହିପରି ପ୍ରିମିୟମ ଓ ଗୋଲ୍ଡ କ୍ଷୀର ୫୦୦ମିଲିକୁ ୨୬ ଲେଖାଏଁ ଏବଂ ଚା’ ସ୍ପେଶିଆଲ ପାଇଁ ୨୫ ଟଙ୍କା ଦେବାକୁ ପଡ଼ିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories