www.samajalive.in
Saturday, December 13, 2025
18.1 C
Bhubaneswar

‘ଓମଫେଡ’ ଅତ୍ୟାବଶ୍ୟକ ସେବା ପରିସରଭୁକ୍ତ

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଓମଫେଡକୁ ଅତ୍ୟାବଶ୍ୟକ ସେବା ପରିସରଭୁକ୍ତ କରାଯାଇଛି। ଓମଫେଡ ଅତ୍ୟାବଶ୍ୟକ ଆଇନ ପରିସରଭୁକ୍ତ ହେବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଓଡ଼ିଶା ଅତ୍ୟାବଶ୍ୟକ ସେବା ଆଇନ ଅନୁଯାୟୀ ଆନ୍ଦୋଳନ ମନା। ତେଣୁ ଏବେ କୌଣସି ଓମଫେଡ କର୍ମଚାରୀ ଆନ୍ଦୋଳନ କରି ପାରିବେ ନାହିଁ। ଓମଫେଡର ଚୁକ୍ତିଭିତ୍ତିକ କର୍ମଚାରୀ ମଧ୍ୟ ଆନ୍ଦୋଳନ କରି ପାରିବେ ନାହିଁ। ଦୁଗ୍ଧ ସଂଗ୍ରହଠାରୁ ବିକ୍ରି ପର୍ଯ୍ୟନ୍ତ ଚେନ୍‌ରେ ସମ୍ପୃକ୍ତ କେହି ବି ଆନ୍ଦୋଳନ କରିପାରିବେ ନାହିଁ। ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ୬ ମାସ ପର୍ଯ୍ୟନ୍ତ ବଳବତ୍ତର ରହିବ।

Hot this week

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

Related Articles

Popular Categories