www.samajalive.in
Saturday, December 6, 2025
26.1 C
Bhubaneswar

ଭବ୍ୟ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ

ଲଖନଉ :  ସବୁ ଅପେକ୍ଷାର ଅନ୍ତ ହେଲା। ଦର୍ଶନ ଦେଲେ ମହାପ୍ରଭୁ ଶ୍ରୀରାମା ଅଯୋଧ୍ୟାରେ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସୋମବାର ସମ୍ପନ୍ନ ହୋଇଛି। ଗର୍ଭଗୃହରେ ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ସମୟରେ ଆର୍‌‌ଏସ୍‌‌ଏସ୍‌‌ ମୁଖ୍ୟ ମୋହନ ଭାଗବତ, ୟୁପି ରାଜ୍ୟପାଳ ଆନନ୍ଦୀବେନ୍‌‌ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ରହିଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ କରିଛନ୍ତି। ପ୍ରାଣ ପ୍ରତିଷ୍ଠା ବେଳେ ହେଲିକପ୍ଟର ଦ୍ୱାରା ଆକାଶ ମାର୍ଗରୁ ପୁଷ୍ପବର୍ଷା ହୋଇଛି। ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି।

Hot this week

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

Related Articles

Popular Categories