www.samajalive.in
Saturday, December 6, 2025
26.1 C
Bhubaneswar

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସୁପରସୋନିକ କ୍ରୁଜ୍‍ ମିସାଇଲ ବ୍ରହ୍ମୋସ ଉତକ୍ଷେପଣ

ବାଲେଶ୍ୱର : ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସୁପରସୋନିକ କ୍ରୁଜ୍‍ ମିସାଇଲ ବ୍ରହ୍ମୋସ  (ବ୍ରହ୍ମୋସର ଅପଡେଟ ଭରସନ୍‍) ଉତକ୍ଷେପଣ ହୋଇଛି। ଉତକ୍ଷେପଣ ପରେ ରାଡାରରୁ ମିଳିଥିବା ତଥ୍ୟକୁ ନେଇ ସମୀକ୍ଷା ଚାଲିଛି। ଭାରତ ଓ ଋଷର ମିଳିତ ସହଯୋଗରେ ବ୍ରହ୍ମୋସ ନିର୍ମିତ ହୋଇଛି। ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଉଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୬୫୦ ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରେ ସୁପରସୋନିକ ମିଶାଇଲ ବ୍ରହ୍ମୋସ। ଏଥିରେ ୨୦୦ ରୁ ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories