www.samajalive.in
Saturday, December 6, 2025
26.1 C
Bhubaneswar

ଭାରସାମ୍ୟ ହରାଇ ମିନିଟ୍ରକ ଦୁର୍ଘଟଣା ଗ୍ରସ୍ତ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ ନମ୍ବର ଜାତୀୟ ରାଜପଥ ର ସ୍ବାମ ନାଳ ନିକଟରେ ଆଜି ଭୋର ରୁ ଏକ ମିନିଟ୍ରକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ମିନିଟ୍ରକଟି ଜାମସେଦପୁର ଟାଟାରୁ କଳିଙ୍ଗନଗର ଯାଉଥିବା ସମୟରେ ସ୍ବାମନାଳ ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ତେବେ ଚାଳକ ଉପସ୍ଥିତି ବୁଦ୍ଧି ଯୋଗୁଁ ଏକ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଯାଇଛନ୍ତି । ଘଟଣାସ୍ଥଳରେ ପାଟଣା ପୁଲିସ  ପହଞ୍ଚି ଦୁର୍ଘଟଣାର ତଦନ୍ତ କରୁଛି ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories