www.samajalive.in
Saturday, December 6, 2025
26.1 C
Bhubaneswar

ଅଠରନଳା ନିକଟସ୍ଥ ନୀଳଚକ୍ର ନଗର ଜଳମଗ୍ନ

ପୁରୀ : ୮୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛି ପୁରୀ  ।  ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ କରାଯାଇଛି। ପୁରୀରେ ଲୋକଙ୍କ ଘର ଭିତରେ ବର୍ଷାପାଣି। ଅଠରନଳା ନିକଟସ୍ଥ ନୀଳଚକ୍ର ନଗରରେ ଅଧିକାଂଶ ଲୋକଙ୍କ ଘରେ ଆଣ୍ଠୁଏ ପାଣି ଜମି ରହିଛି।  ମୋଟର ପମ୍ପ ଲଗାଇ ଜଳ ନିଷ୍କାସନ ଆରମ୍ଭ ହୋଇଛି। ଗତକାଲି ରାତି ସାରା ଶହ ଶହ ପରିବାର ଠିଆ ଉଜାଗର ରହିଛନ୍ତି।। ପୁରୀ ସମେତ ସହର ତଳି ୨୫ ବସ୍ତିରେ ଏଭଳି ଅବସ୍ଥା ଦେଖାଦେଇଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories