www.samajalive.in
Saturday, December 6, 2025
14.1 C
Bhubaneswar

ସିକ୍ୟୁରିଟି ଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ; ଜଣେ ଗିରଫ

ଭୁବନେଶ୍ବର : ପାହାଳରେ ସିକ୍ୟୁରିଟି ଗାର୍ଡର ସନ୍ଦେହଜନକ ମୃତ୍ୟୁ ମାମଲାରେ ପୁଲିସ ଜଣଙ୍କୁ ଗିରଫ କରିଛି । ସେହି ଦିନ ଠାରୁ ଫେରାର ଥିବା ଦିବାକର ଭୂୟାଁ ଓରଫ୍ ବୁବୁନାକୁ ରବିବାର ପୁଲିସ ଗିରଫ କରିଛି । ମୃତ ସିକ୍ୟୁରିଟି ଗାର୍ଡର ହାତ ଲେଖା ଚିଠିରେ ବୁବୁନାର ନାମ ଥିଲା ।  ବୁବୁନା ସମେତ ୩ରୁ ୪ ଜଣଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି ।

ସୂଚନାଯୋଗ୍ୟ, ଗୁରୁବାର ପାଳହ ନିଟରେ ଥିବା ଏକ ମାର୍ଲବଲ ଦୋକନାର ସିକ୍ୟୁରିଟି ଗାର୍ଡଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିଲା। ପାରିପାର୍ଶ୍ବିକ ପରିସ୍ଥିତିରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଥିଲା । ହତ୍ୟାକାରୀଙ୍କୁ ଗିରଫ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକ ଜାତୀୟ ରାଜପଥ ଅବରୋଧ କରିଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories