www.samajalive.in
Monday, December 15, 2025
26.1 C
Bhubaneswar

ବୋଲଗଡ-ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ

ବୋଲଗଡ ବ୍ଲକ- ବେଗୁନିଆ ଥାନା ସାନପଦର- ପିଚୁକୁଳି ରାସ୍ତା ର ରେଲୱେ ବ୍ରିଜ ନିକଟରେ ଦୁର୍ଘଟଣା। ଅଜଣା ଗାଡି ଧକ୍କା ରେ ଜଣେ ଲୁଗା ବ୍ୟବସାୟୀଙ୍କର ମୃତ୍ୟୁ ହୋଇଛି ।

ମୃତକ ଜଣକ ହେଲେ ସାନପଦର ଗ୍ରାମର ବସନ୍ତ ନାୟକ। ପୂଜାସାମଗ୍ରୀ କିଣି ସ୍କୁଟି ରେ ଘରକୁ ଫେରୁଥିବାବେଳେ ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଧକ୍କା ପରେ ନିକଟ ରେ ଥିବା ଜମି ରେ ପଡି ଯାଇଥିଲେ ବସନ୍ତ। ଦୀର୍ଘ ସମୟ ପଡି ରହି ସେହିଠାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories