www.samajalive.in
Monday, December 15, 2025
14.1 C
Bhubaneswar

ମଦ ଭାଟିକୁ ନେଇ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ସମାଜ ଡିଜିଟାଲ ଡେସ୍କ: ମଦ ଭାଟିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିବାରୁ ଜଣଙ୍କ ମୃତ୍ୟୁ ଘଟିଛି। ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ଗୁଦୁରାମୁଣ୍ଡା ଅଞ୍ଚଳରେ ଶନିବାର ଏହି ହିଂସାକାଣ୍ଡ ଘଟିଛି। ଏଥିରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମଦ ଭାଟି ଯୋଗୁ ଏହି ଗଣ୍ଡଗୋଳ ଘଟିଥିବା କୁହାଯାଉଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ପୁଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହେବା ସହିତ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ପଦ​‌କ୍ଷେପ ନିଆଯାଇଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories