www.samajalive.in
Saturday, December 6, 2025
15.1 C
Bhubaneswar

ମଦ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ମୃତ

ଦଶପଲ୍ଲା:  ନୟାଗଡ ଦଶପଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଡିହଗାଁ ଛକରେ ତାଙ୍କୁ ଏକ ଦ୍ରୁତଗାମୀ ମଦ ବୋଝେଇ  ଟ୍ରକ୍ ଧକ୍କା ଦେଇଛି। ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ହେଲପରକୁ ସ୍ଥାନୀୟ ଲୋକ କାବୁ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତଙ୍କ ପରିଚୟ ମିଳିନି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories