www.samajalive.in
Sunday, December 7, 2025
13.1 C
Bhubaneswar

ବାଣ ବିସ୍ଫୋରଣରେ ନାବାଳକ ମୃତ

ନୀଳଗିରି : ବାଲେଶ୍ବର ଜିଲା ଔପଦା ବ୍ଳକ ବଳରାମପାଟଣା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି । ବାଣ ବିସ୍ଫୋରଣରେ ଜଣେ ନାବାଳକ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏକ ଅଫୁଟା ବାଣକୁ ନାବାଳକ ଜଣଙ୍କ ଫୁଟାଇବାକୁ ଚେଷ୍ଟା କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଛି ।

ସୂଚନାଯୋଗ୍ୟ, ସୋମବାର ଏକ ବିବାହ ଶୋଭାଯାତ୍ରା ଯାଇଥିବା ବେଳେ ଏକ ବାଣ ନଫୁଟି ପଡିରହିଥିଲା। ନାବାଳକ ଜଣଙ୍କ ଆଜି ସେହି ବାଣକୁ ଫୁଟାଇବାକୁ ଚେଷ୍ଟା କରିବା ବେଳେ ବିସ୍ଫୋରଣ ହୋଇଥିଲା। ଫଳରେ ଘଟଣାସ୍ଥଳରେ ନାବାଳକର ମୃତ୍ୟୁ ହୋଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories