www.samajalive.in
Friday, December 5, 2025
23.1 C
Bhubaneswar

ଟିପ୍ପର-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଗୁଣପୁର: ରାୟଗଡ଼ା ଜିଲା ଗୁଣପୁର ବ୍ଲକ ପୁଟାସିଂ ଥାନା ଅନ୍ତର୍ଗତ ଡେଙ୍ଗିନି ଗର୍ଜଙ୍ଗ ଗ୍ରାମ ନିକଟରେ ଟିପ୍ପର ଓ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯବୁକ ହେଲେ ବାବୁଲୁ ପାଣି ଏବଂ ତାଙ୍କ ଘର ଗଜପତି ଜିଲାର ଛେଳିଗଡ଼ ଗ୍ରାମରେ। ଗୁରୁତର ଆହତ ଯୁବକ ଜଣକ ଗଜପତି ଜିଲା ଗୁମ୍ମା ଅଞ୍ଚଳର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ ଯୁବକଦ୍ଵୟ ସର୍ଗିଆସିଂ ଗ୍ରାମକୁ କୌଣସି କାମରେ ଆସି ଘରକୁ ଫେରିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ। ପୁଟାସିଂ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏନେଇ ଏକ ମାମଲା ରୁଜୁ କରାଯାଇଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories