www.samajalive.in
Sunday, December 7, 2025
26.1 C
Bhubaneswar

ପାଗଳ କୁକୁର କାମୁଡାରେ ଜଣେ ଗୁରୁତର

ପାଟଣା : ପାଗଳ କୁକୁର କାମୁଡାରେ ଜଣେ ଗୁରୁତର ହୋଇଛନ୍ତି । ପାଟଣା ବ୍ଲକ ଅନ୍ତର୍ଗତ ଦାଶରଥିପୁର ଗ୍ରାମର ହରିଶ୍ଚନ୍ଦ୍ର ମହାନ୍ତ ନାମକ ଜଣେ ବ୍ୟକ୍ତି ତୁରୁମୁଙ୍ଗା ରେ ଥିବା ‘ ପ୍ରଦାନ ‘ ସଂଗଠନକୁ କୌଣସି କାର୍ୟ୍ୟ ନେଇ ଆସିଥିଲେ। କାର୍ୟ୍ୟାଳୟରେ କାମ ସାରି ସେ ବାହାରିବା ସମୟରେ ହଠାତ ତାଙ୍କୁ ଏକ ପାଗଳ କୁକୁର ଆକ୍ରମଣ କରିଥିଲା। କୁକୁର କାମୁଡୁ ଥିବା ସମୟରେ ହରିଶ୍ଚନ୍ଦ୍ର ଙ୍କ ଚିତ୍କାର ଶୁଣି ଲୋକମାନେ ତାଙ୍କୁ ଉଦ୍ଧାର କରିବା ସହ ଚିକିତ୍ସା ପାଇଁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories