www.samajalive.in
Saturday, December 6, 2025
16.1 C
Bhubaneswar

ଉଦ୍ଧମପୁରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟ, ଜଣେ ଯବାନ ସହିଦ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର ଉଦ୍ଧମପୁରରେ ଆତଙ୍କବାଦୀଙ୍କ ସହିତ ଗୁଳିବିନିମୟ ଘଟି ଜଣେ ଯବାନ ସହିଦ ହୋଇଛନ୍ତି। ବିଶେଷ ସୂତ୍ରରୁ ସୂଚନା ମିଳିବା ପରେ ସେନା ପକ୍ଷରୁ ଉଦ୍ଧମପୁର ଜିଲାର ବସନ୍ତଗଡ଼ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ଅଞ୍ଚ​ଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ଖବର ମିଳିଥିଲା। ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହେବା ପରେ ସେଠାରେ ଲୁଚି ରହିଥିବା ଆତଙ୍କବାସୀମାନେ ଗୁଳି ଚଳାଇଥିଲେ। ଫଳରେ ଯବାନମାନେ ପାଲଟା ଗୁଳିମାଡ଼ କରିଥିଲେ। ହେଲେ ଆତଙ୍କୀଙ୍କ ଗୁଳିରେ ଜଣେ ଯବାନ ଗୁରୁତର ଆହତ ହୋଇଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories