www.samajalive.in
Monday, December 8, 2025
27.1 C
Bhubaneswar

ବଜ୍ରପାତ ନେଲା ଜଣଙ୍କ ଜୀବନ

କୋଣାର୍କ : କୋଣାର୍କ ଥାନା ଅଧୀନ ତିରୁଣା ନିକଟରେ ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଧନୀତ୍ରୀ ଜଗନ୍ନାଥପଡ଼ା ଗାଁର ଗଣ୍ଡୁଆ ପ୍ରଧାନ। ସେ ଜହ୍ନିବାଲିଆରୁ କାର୍ଯ୍ୟସାରି ମୋଟର ସାଇକେଲ ଯୋଗେ ଘରକୁ ଫେରୁଥିବାବେଳେ ତିରୁଣାଠାରେ ବଜ୍ରପାତ ଯୋଗୁଁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories