www.samajalive.in
Monday, December 15, 2025
26.1 C
Bhubaneswar

ବଜ୍ରପାତରେ ମହିଳା ଶ୍ରମିକ ମୃତ

ବ୍ରହ୍ମଗିରି : ବଜ୍ରପାତରେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲା  ବ୍ରହ୍ମଗିରି ଅଞ୍ଚଳରେ ଘଟିଛି ଏମିତି ଘଟଣା । ମୃତକଙ୍କ ବୟସ ୫୫ ହେବ ବୋଲି ଅନୁମାନ କରାଯାଉଛି। ବିଲରେ ଧାନ ରୋଉଥିବା ସମୟରେ ବଜ୍ରପାତରେ ତାଙ୍କର ମୃତ୍ୟୁ ହୋଇଛି । ବଜ୍ରପାତରେ ଅନ୍ୟ ୨ ମହିଳା ଶ୍ରମିକ ଆହତ ହୋଇଛନ୍ତି ।

ମାସିକଧର୍ମ ପାଇଁ ଗୋଟିଏ ଦିନ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories