www.samajalive.in
Sunday, December 7, 2025
26.1 C
Bhubaneswar

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି , ୨ ଆତଙ୍କବାଦୀ ମୃତ

ଜମ୍ମୁ : ସୋମବାର ଜମ୍ମୁ-କଶ୍ମୀରର ସୋପିଆ ଅଞ୍ଚଳ ମୋଲୁ ଚିତ୍ରଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସେଥିମଧ୍ୟରୁ ଜଣେ ଆତଙ୍କବାଦୀଙ୍କ ମୃତଦେହ ଜବତ ହୋଇଛି । ହେଲେ ଏପର୍ଯ୍ୟନ୍ତ ଜବତ ମୃତଦେହର ପରିଚୟ ମିଳିନାହିଁ । ସୂଚନାଯୋଗ୍ୟ, ଏହା ପୂର୍ବରୁ ଜମ୍ମୁ-କଶ୍ମୀର ପୁଲୱାମାରେ ଜଣେ ନେତାଙ୍କ ଘରେ ରବିବାର ଆତଙ୍କବାଦୀମାନେ ଗ୍ରେନେଟ୍ ଆକ୍ରମଣ କରିଥିଲେ । ପରେ ଆତଙ୍କବାଦୀମାନେ ତାଙ୍କ ଘର ଉପରକୁ ଗୁଳିଚାଳନା ମଧ୍ୟ କରିଥିଲେ ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories