www.samajalive.in
Saturday, December 6, 2025
17.1 C
Bhubaneswar

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତ୍ୟୁର କାରଣ କ୍ୟାନସର ବୋଲି ଦର୍ଶାଇଲେ ସରକାର

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ସଂପୃକ୍ତ ବ୍ୟକ୍ତି ଜଣଙ୍କ ଫୁସଫୁସ ଟର୍ମିନାଲ କ୍ୟାନସର ସହ ମସ୍ତିଷ୍କ ମେଟାଷ୍ଟାସିସ୍ ଭଳି ଗୁରୁତର ରୋଗରେ ଆକ୍ରାନ୍ତ ଥିଲେ । ସେହି ରୋଗ କାରଣରୁ ତାଙ୍କ ମୃତ୍ୟୁ ହୋଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories