www.samajalive.in
Sunday, December 7, 2025
23.1 C
Bhubaneswar

ଏକ ଦେଶ ଏକ ନିର୍ବାଚନ ସମ୍ପର୍କିତ ବୈଠକ ଅନୁଷ୍ଠିତ

ଡେସ୍କ: ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ‘ଏକ ଦେଶ ଏକ ନିର୍ବାଚନ’ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ନୂଆଦିଲ୍ଲୀରେ ରାଜନୈତିକ ଦଳ ଏବଂ ଅଂଶୀଦାରମାନଙ୍କ ସହ ଆଲୋଚନା କରିଛି। ସାଂସଦ ରାଜୀବ ରଞ୍ଜନ ସିଂହ ଏବଂ ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଝାଙ୍କୁ ନେଇ ଗଠିତ ଜନତା ଦଳ (ୟୁନାଇଟେଡ୍)ର ଏକ ପ୍ରତିନିଧି ଦଳ ଉଚ୍ଚସ୍ତରୀୟ କମିଟି ସଦସ୍ୟମାନଙ୍କ ସହ ଆଲୋଚନା କରିବା ସହ ଏକକାଳୀନ ନିର୍ବାଚନ କରିବା ସପକ୍ଷରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories