www.samajalive.in
Wednesday, December 10, 2025
16.1 C
Bhubaneswar

ଗୋଟିଏ ଦେଶ ଗୋଟିଏ ନିର୍ବାଚନ କମିଟିର ଅଗ୍ରଗତିର ସମୀକ୍ଷା

ଡେସ୍କ: ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ସଂକ୍ରାନ୍ତ କମିଟିର ନୂଆଦିଲ୍ଲୀରେ ବୈଠକ ଅନୁଷ୍ଠିତ ହୋଇଛି। କମିଟି ଗଠନ ପରଠାରୁ ହୋଇଥିବା ଅଗ୍ରଗତିର ଏଥିରେ ସମୀକ୍ଷା ହୋଇଥିଲା। ଏହି କମିଟି ସାଂସଦ ପି ୱିଲସନଙ୍କ ନେତୃତ୍ୱରେ ଡିଏମକେ ପ୍ରତିନିଧି ଦଳ ସହ ଆଲୋଚନା କରିଥିଲା। ଅପନା ଦଳର ସୋନେଲାଲଙ୍କ ଅଧ୍ୟକ୍ଷତା ଏବଂ ବାଣିଜ୍ୟ ଓ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ମଧ୍ୟ ଶ୍ରୀ କୋବିନ୍ଦଙ୍କୁ ଭେଟି ଏହି ପ୍ରସଙ୍ଗରେ ଦଳର ମତାମତ ସମ୍ପର୍କରେ ଅବଗତ କରାଇଛନ୍ତି।

ଚେଞ୍ଜ ଅଫ୍ ଗାର୍ଡ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

- Advertisement -

ଏହି ଅବସରରେ ପଞ୍ଚଦଶ ଅର୍ଥ ଆୟୋଗର ଅଧ୍ୟକ୍ଷ ଡ. ସୁଭାଷ ସି କାଶ୍ୟପ, ଲୋକସଭାର ପୂର୍ବତନ ମହାସଚିବ, ପୂର୍ବତନ ମୁଖ୍ୟ ଭିଜିଲାନ୍ସ କମିଶନର ସଞ୍ଜୟ କୋଠାରୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories